Joshua 18:12 — Compare Translations
5 translations compared side by side
Odia - 1840
"ସମାନଙ୍କେର ଉତ୍ତର ସୀମା ୟର୍ଦ୍ଦନ ନଦୀଠାରକ୍ସ୍ଟ ଆରମ୍ଭ ହେଲା। ଏହାର ସୀମା ଉତ୍ତର ରେ ଯିରୀହାରେକ୍ସ୍ଟ ଲାଗିଥିଲା। ଏହାପରେ ଏହାର ସୀମା ପଶ୍ଚିମ ରେ ପର୍ବତମଯ ଦେଶକକ୍ସ୍ଟ ଲାଗିଥିଲା। ଏହାର ସୀମା ପୂର୍ବ ପଟ ରେ ବୈଥାବନ ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଉତ୍ତର ସୀମା ଯର୍ଦ୍ଦନ ନଦୀଠାରୁ ଆରମ୍ଭ ହେଲା। ଏହାର ସୀମା ଉତ୍ତରରେ ଯିରୀହୋରୁ ଲାଗିଥିଲା। ଏହା ପରେ ଏହାର ସୀମା ପଶ୍ଚିମରେ ପର୍ବତମୟ ଦେଶକୁ ଲାଗିଥିଲା। ଏହାର ସୀମା ପୂର୍ବ ପଟରେ ବୈଥାବନ ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।