Joshua 18:13 — Compare Translations
5 translations compared side by side
Odia - 1840
"ସଠାେରକ୍ସ୍ଟ ସେ ସୀମା ଦକ୍ଷିଣ ଆଡେ ଲୃସ(ବୈଥଲେ)ପର୍ୟ୍ଯନ୍ତ ଗଲା। ଏହାପରେ ନିଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥ ପର୍ବତ ଦଇେ ଅଟାରୋତ୍ ଅଦ୍ଦର ଆଡକକ୍ସ୍ଟ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ସେ ସୀମା ଲୁସକୁ ବା ଦକ୍ଷିଣ ଆଡ଼େ ଲୁସର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା, (ଏହାକୁ ବୈଥେଲ କହନ୍ତି); ପୁଣି ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ସେ ସୀମା ଦକ୍ଷିଣ ଆଡ଼େ ଲୁସ (ବୈଥେଲ୍) ପର୍ଯ୍ୟନ୍ତ ଗଲା। ଏହା ପରେ ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥ ପର୍ବତ ଦେଇ ଅଟାରୋତ୍ ଅଦ୍ଦର ଆଡ଼କୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।