Joshua 18:14 — Compare Translations
5 translations compared side by side
Odia - 1840
"ସଠାେରକ୍ସ୍ଟ ସେ ସୀମା ଲାଗି ରହିଲା। ପଶ୍ଚିମ ରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରକ୍ସ୍ଟ ଦକ୍ଷିଣ ଆଡେ ୟିହକ୍ସ୍ଟଦା ସନ୍ତାନଗଣର କିରିଯଥବାଲ୍ ବା କିରିଯଥ ୟିଯାରୀମ୍ ନାମକ ଏକ ନଗର ପର୍ୟ୍ଯନ୍ତ। ଏହାଥିଲା ସମାନଙ୍କେର ପଶ୍ଚିମ ସୀମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବୈଥୋରୋଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲ ବା କିରୀୟଥ୍-ଯିୟାରୀମ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ସେ ସୀମା ଲାଗି ରହିଲା। ପଶ୍ଚିମରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯିହୁଦା ସନ୍ତାନଗଣର କିରିୟଥ-ବାଲ୍ ବା କିରିୟଥ-ଯିୟାରୀମ୍ ନାମକ ଏକ ନଗର ପର୍ଯ୍ୟନ୍ତ। ଏହା ଥିଲା ସେମାନଙ୍କର ପଶ୍ଚିମ ସୀମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।