Joshua 18:15 — Compare Translations
5 translations compared side by side
Odia - 1840
"ଏହାର ଦକ୍ଷିଣ ସୀମା କିରିଯଥ୍-ୟିଯାରୀମର ନିକଟରେ ଆରମ୍ଭ ହେଲା ଓ ସୀମା ପଶ୍ଚିମ ଦିଗ ରେ ଏହାର ସୀମା ନିଲ୍ଗୋହର ନିର୍ଝର ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଦକ୍ଷିଣ ସୀମା କିରିୟଥ୍-ଯିୟାରୀମର ନିକଟରେ ଆରମ୍ଭ ହେଲା ଓ ସୀମା ପଶ୍ଚିମ ଦିଗରେ ଏହାର ସୀମା ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।