Joshua 18:16 — Compare Translations
5 translations compared side by side
Odia - 1840
"ଏହାର ସୀମା ରଫାଯୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପକ୍ସ୍ଟତ୍ରର ଉପତ୍ୟକା ସମକ୍ସ୍ଟଖସ୍ଥ ପର୍ବତର ପ୍ରାନ୍ତ ପର୍ୟ୍ଯନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରକ୍ସ୍ଟ ୟିବୂଷର ଦକ୍ଷିଣ ପାଶର୍ବ ପର୍ୟ୍ଯନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନ ରୋଗଲକେକ୍ସ୍ଟ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା।