Joshua 18:17 — Compare Translations

5 translations compared side by side

Odia - 1840
"ଏହାର ସୀମା ଉତ୍ତର ଦିଗଠାରକ୍ସ୍ଟ ଐନଶମେସ ପର୍ୟ୍ଯନ୍ତ ଲାଗିଥିଲା। ଅଦକ୍ସ୍ଟମ୍ମୀମ୍ ଘାଟି ସମ୍ମକ୍ସ୍ଟଖସ୍ଥ ପର୍ୟ୍ଯନ୍ତ ଓ ସଠାେରକ୍ସ୍ଟ ଗଲୀଲୋତ୍ଠାରକ୍ସ୍ଟ ରକ୍ସ୍ଟବନ୍େ ବଂଶୀଯ ବୋହନର ପ୍ରସ୍ତର ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉତ୍ତର ଦିଗରେ ଫେରି ଐନଶେମସ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ସୀମା ଉତ୍ତର ଦିଗଠାରୁ ଐନଶେମସ ପର୍ଯ୍ୟନ୍ତ ଲାଗିଥିଲା। ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ପର୍ଯ୍ୟନ୍ତ ଓ ସେଠାରୁ ଗଲୀଲୋ‌ତ୍‌ଠାରୁ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।