Joshua 18:19 — Compare Translations

5 translations compared side by side

Odia - 1840
"ଏହାର ସହେି ସୀମା ବୈଥ-ଅଗ୍ଲାର ଉତ୍ତର ପାଶର୍‌ବ ପର୍ୟ୍ଯନ୍ତ ଲାଗି ରହିଥିଲା। ୟର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମକ୍ସ୍ଟଦ୍ର ଉତ୍ତର ଉପସାଗର ସହେି ସୀମାର ପ୍ରାନ୍ତଭାଗ ଥିଲା। ଏହାଥିଲା ଏହାର ଦକ୍ଷିଣ ସୀମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି ସୀମା ବୈଥ୍-ଅଗ୍ଲାର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରା; ଥିଲା, ଏ ଦକ୍ଷିଣ ସୀମା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ସେହି ସୀମା ବୈଥ-ଅଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଲାଗି ରହିଥିଲା। ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତଭାଗ ଥିଲା। ଏହା ଥିଲା ଏହାର ଦକ୍ଷିଣ ସୀମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
Odia IRV 2017 (ଓଡିଆ ବାଇବେଲ)
ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।