Joshua 18:2 — Compare Translations
5 translations compared side by side
Odia - 1840
"ମାତ୍ର ସହେି ସମୟରେ ମଧ୍ଯ ଇଶ୍ରାୟେଲର ସାତାଟେି ପରିବାରବର୍ଗ ଭୂମି ପାଇ ନଥିଲେ। ଯାହାକି ସଦାପ୍ରଭୁ ସମାନଙ୍କେୁ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ସମୟରେ ମଧ୍ୟ ଇସ୍ରାଏଲର ସାତୋଟି ପରିବାରବର୍ଗ ଭୂମି ପାଇ ନ ଥିଲେ। ଯାହାକି ସଦାପ୍ରଭୁ ସେମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।