Joshua 18:20 — Compare Translations
5 translations compared side by side
Odia - 1840
"ୟର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ଯାମୀନଙ୍କର ପରିବାରବର୍ଗ ସମାନଙ୍କେର ଗୋଷ୍ଠୀ ଅନକ୍ସ୍ଟସା ରେ ତାହା ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ୟାମୀନଙ୍କର ପରିବାରବର୍ଗ ସେମାନଙ୍କର ଗୋଷ୍ଠୀ ଅନୁସାରେ ତାହା ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।