Joshua 18:21 — Compare Translations
5 translations compared side by side
Odia - 1840
"ନିଜ ନିଜ ବଂଶ ଅନକ୍ସ୍ଟସା ରେ ବିଦ୍ଯାମୀନ ସନ୍ତାନଗଣର ବଂଶମାନଙ୍କ ନଗର ଯିରୀହାେ ଓ ବୈଥ୍-ଅଗ୍ଲା ଓ ଏମକ୍ କତ୍ଶିସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣର ବଂଶମାନଙ୍କ ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍କତ୍ଶିସ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍