Joshua 18:28 — Compare Translations

5 translations compared side by side

Odia - 1840
"ସେଲା, ଏଲଫ୍ ୟିବୂଷ ଗିବିଯା ଓ କିରିଯଥ ଗ୍ରାମ ସମତେ, ଏହିପରି ଭାବରେ ଚଉଦଟି ନଗର ଥିଲା। ନିଜ ନିଜ ବଂଶ ଅନକ୍ସ୍ଟସା ରେ ବିଦ୍ଯାମୀନ ସନ୍ତାନଗଣମାନଙ୍କର ଏହିପରି ଅଧିକାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ; ଗ୍ରାମ ସମେତ ଏହି ଚଉଦ ନଗର । ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଏହି ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ସେଲା, ଏଲଫ୍, ଯିବୂଷ, ଗିବିୟା ଓ କିରିୟଥ ଗ୍ରାମ ସମେତ, ଏହିପରି ଭାବରେ ଚଉଦଟି ନଗର ଥିଲା। ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣମାନଙ୍କର ଏହିପରି ଅଧିକାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।

Recommended Reading