Joshua 18:3 — Compare Translations

5 translations compared side by side

Odia - 1840
"ତେଣୁ ଯିହାଶୂେୟ ଇଶ୍ରାୟେଲ ବାସୀଙ୍କକ୍ସ୍ଟ କହିଲେ, କାହିଁକି ତୁମ୍ଭମାନେେ ତୁମ୍ଭର ଭୂମି ନବୋ ପାଇଁ ଡରେି କରୁଛ? ସଦାପ୍ରଭୁ ତକ୍ସ୍ଟମ୍ଭ ପିତା ପରମେଶ୍ବର ତୁମ୍ଭକୁ ଏହି ଭୂମି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ଇସ୍ରାଏଲ ବାସୀଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ତୁମ୍ଭର ଭୂମି ନେବା ପାଇଁ ଡେରି କରୁଛ? ସଦାପ୍ରଭୁ ତୁମ୍ଭ ପିତା ପରମେଶ୍ୱର ତୁମ୍ଭକୁ ଏହି ଭୂମି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?