Joshua 18:4 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ତିନି ଜଣ ଲଖାଏଁେ ବାଛ। ମୁ ସମାନଙ୍କେୁ ସମଗ୍ର ଦେଶ ଭ୍ରମଣ ପାଇଁ ପଠାଇବି, ସମାନେେ ସମାନଙ୍କେର ଉତ୍ତରାଧିକାରୀମାନଙ୍କ ଅନକ୍ସ୍ଟସା ରେ ଲେଖି ଯେତବେେଳେ ସମାନେେ ଫରେିବେ ତାହା ଆମ୍ଭମାନଙ୍କୁ ଦବେେ। ଯେତବେେଳେ ସମାନେେ ମାେ ନିକଟକକ୍ସ୍ଟ ଫରୋଇ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ପ୍ରତ୍ୟେକ ପରିବାରବର୍ଗରୁ ତିନି ଜଣ ଲେଖାଏଁ ବାଛ। ମୁଁ ସେମାନଙ୍କୁ ସମଗ୍ର ଦେଶ ଭ୍ରମଣ ପାଇଁ ପଠାଇବି, ସେମାନେ ସେମାନଙ୍କର ଉତ୍ତରାଧିକାରୀମାନଙ୍କ ଅନୁସାରେ ଲେଖି ଯେତେବେଳେ ଫେରିବେ ତାହା ଆମ୍ଭମାନଙ୍କୁ ଦେବେ। ଯେତେବେଳେ ସେମାନେ ମୋ’ ନିକଟକୁ ଫେରାଇ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।