Joshua 18:7 — Compare Translations

5 translations compared side by side

Odia - 1840
"ଏଥି ରେ ଲବେୀୟମାନଙ୍କର କୌଣସି ଅଂଶ ରହିବ ନାହିଁ। ସମାନଙ୍କେର ଭାଗଟି ହେଉଛି ସଦାପ୍ରଭୁଙ୍କର ଯାଜକ ରୂପେ ସବୋ କରିବା। ଏବଂ ଗାଦ୍, ରକ୍ସ୍ଟବନ୍େ, ମନଃଶିର ଓ ଅର୍ଦ୍ଧବଂଶ ୟର୍ଦ୍ଦନ ପୂର୍ବ ପାରି ରେ ନିଜ ନିଜ ଅଧିକାର ପାଇଅଛନ୍ତି। ଏହା ସଦାପ୍ରଭୁଙ୍କ ସବେକ ମାଶାେ ୟିଏ ସମାନଙ୍କେୁ ଏ ଭୂମି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ଵ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଲେବୀୟମାନଙ୍କର କୌଣସି ଅଂଶ ରହିବ ନାହିଁ। ସେମାନଙ୍କର ଭାଗଟି ହେଉଛି ସଦାପ୍ରଭୁଙ୍କର ଯାଜକ ରୂପେ ସେବା କରିବା। ଏବଂ ଗାଦ୍, ରୁବେନ୍, ମନଃଶିର ଓ ଅର୍ଦ୍ଧବଂଶ ଯର୍ଦ୍ଦନ ପୂର୍ବ ପାରିରେ ନିଜ ନିଜ ଅଧିକାର ପାଇଅଛନ୍ତି। ଏହା ସଦାପ୍ରଭୁଙ୍କ ସେବକ ମୋଶା ଯିଏ ସେମାନଙ୍କୁ ଏ ଭୂମି ଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)