Joshua 18:8 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନେ ଯେଉଁମାନେ ବଛା ୟାଇଥିଲେ, ସମାନେେ ୟାଇ ଦେଶ ଅନକ୍ସ୍ଟଧ୍ଯାନ କରି ସେ ବିଷଯ ରେ ଲେଖିଲେ।ଯିହାଶୂେୟ ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଇ ଦେଶ ଭ୍ରମଣ କରି ତହିଁ ବିଷଯ ରେ ଲେଖ ଓ ଆମ୍ଭ ନିକଟକକ୍ସ୍ଟ ପକ୍ସ୍ଟନର୍ବାର ଆସ, ତା'ପରେ ମୁ ଶୀଲୋହାର ପରମେଶ୍ବରଙ୍କର ସମ୍ମକ୍ସ୍ଟଖ ରେ ଗକ୍ସ୍ଟଳାବାଣ୍ଟ ପକାଇ ବାଣ୍ଟି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ଯେଉଁମାନେ ବଛା ଯାଇଥିଲେ, ସେମାନେ ଯାଇ ଦେଶ ଅନୁଧ୍ୟାନ କରି ସେ ବିଷୟରେ ଲେଖିଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ଭ୍ରମଣ କରି ତହିଁ ବିଷୟରେ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ, ତା’ପରେ ମୁଁ ଶୀଲୋର ପରମେଶ୍ୱରଙ୍କ ସମ୍ମୁଖରେ ଗୁଲିବାଣ୍ଟ ପକାଇ ବାଣ୍ଟି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।