Joshua 18:9 — Compare Translations

5 translations compared side by side

Odia - 1840
"ତେଣୁ ସେ ଲୋକମାନେ ସେ ଦେଶକକ୍ସ୍ଟ ଗଲେ, ଏବଂ ସହେି ଲୋକମାନେ ଦେଶ ରେ ସମସ୍ତ ଭାଗ ବକ୍ସ୍ଟଲି ଦେଖିଲେ, ଏବଂ ସେ ବିଷଯ ରେ ଏକ ବିବରଣୀ ଲେଖି ଯିହାଶୂେୟଙ୍କକ୍ସ୍ଟ ଜଣାଇଲେ। ସମାନେେ ସଠାେରେ ଥିବା ସମସ୍ତ ସହରକକ୍ସ୍ଟ ଚିଠା ଭିତରକକ୍ସ୍ଟ ଆଣିଲେ ଓ ସଗେକ୍ସ୍ଟଡିକ ସମାନେେ ସାତ ଭାଗ ରେ ବିଭକ୍ତ କଲେ। ଏହାପରେ ସମାନେେ ଶୀଲୋଠା ରେ ଥିବା ଯିହାଶୂେୟ ନିକଟକକ୍ସ୍ଟ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଲୋକମାନେ ସେ ଦେଶକୁ ଗଲେ, ଏବଂ ସେହି ଲୋକମାନେ ଦେଶରେ ସମସ୍ତ ଭାଗ ବୁଲି ଦେଖିଲେ, ଏବଂ ସେ ବିଷୟରେ ଏକ ବିବରଣୀ ଲେଖି ଯିହୋଶୂୟଙ୍କୁ ଜଣାଇଲେ। ସେମାନେ ସେଠାରେ ଥିବା ସମସ୍ତ ସହରକୁ ଚିଠା ଭିତରେ ଲେଖିଲେ ଓ ସେଗୁଡ଼ିକ ସେମାନେ ସାତ ଭାଗରେ ବିଭକ୍ତ କଲେ। ଏହା ପରେ ସେମାନେ ଶୀଲୋଠାରେ ଥିବା ଯିହୋଶୂୟ ନିକଟକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।