Joshua 19:1 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଶିମିୟୋନ ପରିବାରବର୍ଗମାନଙ୍କର ଗୋଷ୍ଠୀକକ୍ସ୍ଟ ସମାନଙ୍କେର ଅଧିକାର ଭୂମି ଦେଲେ। ତାଙ୍କୁ ଯେଉଁ ଭୂମି ଦିଆଗଲା, ତାହା ୟିହକ୍ସ୍ଟଦାର ଅନ୍ତର୍ଗତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ- ସନ୍ତାନମାନଙ୍କ ବଂଶ ପାଇଁ ଦ୍ଵିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନମାନଙ୍କ ପାଇଁ ଭୂମି ଏହା ପରେ ଯିହୋଶୂୟ ଶିମିୟୋନ ପରିବାରବର୍ଗମାନଙ୍କ ଗୋଷ୍ଠୀକୁ ସେମାନଙ୍କର ଅଧିକାର ଭୂମି ଦେଲେ। ତାଙ୍କୁ ଯେଉଁ ଭୂମି ଦିଆଗଲା, ତାହା ଯିହୁଦାର ଅନ୍ତର୍ଗତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।