Joshua 19:10 — Compare Translations

5 translations compared side by side

Odia - 1840
"ସବୂଲୂନର ପରିବାରବର୍ଗ, ସମାନଙ୍କେର ଗୋଷ୍ଠୀମାନଙ୍କ ପ୍ରତୀଜ୍ଞାନକ୍ସ୍ଟସା ରେ ନିଜ ନିଜର ଭୂମି ଭାଗ ପାଇଲେ। ଏହାର ସୀମା ସାରୀଦ ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସବୂଲୂନ୍-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସବୂଲୂନ ପାଇଁ ଭୂମି ସବୂଲୂନର ପରିବାରବର୍ଗ, ସେମାନଙ୍କର ଗୋଷ୍ଠୀମାନଙ୍କ ପ୍ରତିଜ୍ଞାନୁସାରେ ନିଜ ନିଜର ଭୂମି ଭାଗ ପାଇଲେ। ଏହାର ସୀମା ସାରୀଦ ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।