Joshua 19:12 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ସାରୀଦରକ୍ସ୍ଟ ପୂର୍ବ ଦିଗ ରେ ଫରେି କିଶ୍ଲୋତ୍-ତାବୋରର ସୀମା ପର୍ୟ୍ଯନ୍ତ ଲାଗିଥିଲା। ଏହି ସୀମା ଦାବରତକକ୍ସ୍ଟ ଲାଗି ୟାଫିଯ ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତରେ ବାହାରି ଯାଫୀୟକୁ ଉଠିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସାରୀଦରୁ ପୂର୍ବ ଦିଗରେ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଲାଗିଥିଲା। ଏହି ସୀମା ଦାବରତକୁ ଲାଗି ଯାଫିୟ ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍ରେ ବାହାରି ଯାଫୀୟକୁ ଉଠିଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍ରେ ବାହାରି ଯାଫୀୟକୁ ଉଠିଗଲା।