Joshua 19:13 — Compare Translations
5 translations compared side by side
Odia - 1840
"ସଠାେରକ୍ସ୍ଟ ପୂର୍ବ ଦିଗ ଦଇେ, ଗାତ୍- ହଫରେ ମଧ୍ଯ ଦଇେ ଏତ୍କାତ୍ସୀନ ପର୍ୟ୍ଯନ୍ତ ୟାଇ ନଯେଆଡେ ବିସ୍ତୃତ ରିମ୍ମୋଣ ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାତ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ପୂର୍ବ ଦିଗ ଦେଇ, ଗାଥ୍-ହେଫର ମଧ୍ୟଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣ ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍କୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍କୁ ଗଲା।