Joshua 19:14 — Compare Translations
5 translations compared side by side
Odia - 1840
"ଉତ୍ତର ଦିଗ ରେ ସହେି ସୀମା ଘରେି ରହିଥିଲା ହନ୍ନାଥୋନ ପର୍ୟ୍ଯନ୍ତ। ଏହାର ସୀମା ୟିଲ୍ଗଦେଲ୍ ଉପତ୍ୟକା ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଦିଗରେ ସେହି ସୀମା ଘେରି ରହିଥିଲା ହନ୍ନାଥୋନ ପର୍ଯ୍ୟନ୍ତ। ଏହାର ସୀମା ଯିପ୍ତହେଲ୍ ଉପତ୍ୟକା ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।