Joshua 19:16 — Compare Translations
5 translations compared side by side
Odia - 1840
"ଏହିସବୁ ଗ୍ରାମ ନଗର ସୂବୂଲୂନ ପରିବାରବର୍ଗର ଗୋଷ୍ଠୀ ଅନକ୍ସ୍ଟସା ରେ ସମାନଙ୍କେର ଅଧିକାର ଥିଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗ୍ରାମ ସମେତ ଏସବୁ ନଗର ସବୂଲୂନ୍-ସନ୍ତାନ-ମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଗ୍ରାମ ନଗର ସୂବୂଲୂନ ପରିବାରବର୍ଗର ଗୋଷ୍ଠୀ ଅନୁସାରେ ସେମାନଙ୍କର ଅଧିକାର ଥିଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।