Joshua 19:17 — Compare Translations

5 translations compared side by side

Odia - 1840
"ଭୂମିର ଚତକ୍ସ୍ଟର୍ଥ ଅଂଶ ଇଷାଖର ପରିବାରବର୍ଗକକ୍ସ୍ଟ ଦିଆଗଲା। ପ୍ରେତ୍ୟକକ ପରିବାର ସେଥିରକ୍ସ୍ଟ ଭାଗ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖରଙ୍କ ନିମନ୍ତେ ଭୂମି ଭୂମିର ଚତୁର୍ଥ ଅଂଶ ଇଷାଖର ପରିବାରବର୍ଗକୁ ଦିଆଗଲା। ପ୍ରତ୍ୟେକ ପରିବାର ସେଥିରୁ ଭାଗ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।