Joshua 19:18 — Compare Translations

5 translations compared side by side

Odia - 1840
"ନିମ୍ନ ରେ ଦିଆୟାଇଥିବା ଭୂମିଗକ୍ସ୍ଟଡିକ ଉକ୍ତ ପରିବାରବର୍ଗମାନଙ୍କୁ ଦିଆଗଲା। ସମାନେେ ହେଲେ ୟିଷ୍ରିଯଲେ, କସକ୍ସ୍ଟଲ୍ଲୋତ ଓ ସକ୍ସ୍ଟନେମ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ସୁନେମ
Odia Bible ERV 2004 (ପବିତ୍ର ବାଇବଲ)
ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ