Joshua 19:2 — Compare Translations

5 translations compared side by side

Odia - 1840
"ସମାନେେ ଯାହା ସବୁ ପାଇଲେ ତାହା ସବୁ ହେଲା, ବରେଶବୋ ଓ ମାେଲାଦା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେରଶେବା ବା ଶେବା ଓ ମୋଲାଦା
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯାହାସବୁ ପାଇଲେ ତାହା ସବୁ ହେଲା, ‌ବେ‌ର୍‌ଶେବା ଓ ମୋଲାଦା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା