Joshua 19:22 — Compare Translations

5 translations compared side by side

Odia - 1840
"ଏସବୁର ସୀମା ତାଙ୍କର ତାବୋର ଶହତ୍ସୀସ୍ ଓ ବୈଥ୍ଶମେଣ ପର୍ୟ୍ଯନ୍ତ ଥିଲା। ୟର୍ଦ୍ଦନ ସମାନଙ୍କେ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମତେ ଏହି ଷୋଳଟି ନଗର ସମାନଙ୍କେର ଅଧିନ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବୈଥ୍ଶେମଶ୍ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରା; ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର ।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁର ସୀମା ତାଙ୍କର ତାବୋର ଶହ‌ତ୍‌ସୀସ୍ ଓ ବୈ‌ଥ୍‌ଶେମଶ ପର୍ଯ୍ୟନ୍ତ ଥିଲା। ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମେତ ଏହି ଷୋହଳଟି ନଗର ସେମାନଙ୍କର ଅଧୀନରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସୀମା ତାବୋର ଓ ଶହତ୍‍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।