Joshua 19:24 — Compare Translations
5 translations compared side by side
Odia - 1840
"ଏହି ଭୂମିର ପଞ୍ଚମ ଅଂଶ ଆଶରେ ପରିବାରବର୍ଗମାନେ ପାଇଲେ। ସହେି ପରିବାରବର୍ଗର ପ୍ରେତ୍ୟକକ ପରିବାର ସହେି ଭୂମିର ଏକ ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେର ବଂଶଧରମାନଙ୍କର ଭୂମି ଏହି ଭୂମିର ପଞ୍ଚମ ଅଂଶ ଆଶେର ପରିବାରବର୍ଗମାନେ ପାଇଲେ। ସେହି ପରିବାରବର୍ଗର ପ୍ରତ୍ୟେକ ପରିବାର ସେହି ଭୂମିର ଏକ ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।