Joshua 19:26 — Compare Translations
5 translations compared side by side
Odia - 1840
"ଅଲମଲେକ୍, ଅମିଯାଦ୍ ଓ ମିଶାଲ୍"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଲମେଲକ୍, ଅମିୟାଦ୍ ଓ ମିଶାଲ୍ ଏବଂ ଏହା ପଶ୍ଚିମ ଦିଗରେ କର୍ମିଲ ଶୀହୋର୍-ଲିବନତ୍ ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା।