Joshua 19:27 — Compare Translations

5 translations compared side by side

Odia - 1840
"ଏହାପରେ ଏହାର ସୀମା ପୂର୍ବ ହିଗ ରେ ବୈଥଦାଗକ୍ସ୍ଟନ ଆଡେ ଥିଲା। ଏହି ସୀମା ବୈଥ୍ଏମକ୍ ନୀଯଲରେ ଉତ୍ତର ଦିଗ ରେ ସବୂଲୂନ ସ୍ଥିତ ୟିଲ୍ଗ ହେଲ ଉପତ୍ୟକା ପର୍ୟ୍ଯନ୍ତ ଥିଲା। ଏହାର ବାମ ଦିଗ ରେ ଥିଲା କାବୂଲ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୂର୍ଯ୍ୟୋଦୟ ଦିଗରେ ବୈଥ୍-ଦାଗୁନ୍ ଆଡ଼େ ବୁଲି ବୈଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନ୍ସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏହାର ସୀମା ପୂର୍ବ ଦିଗରେ ବୈଥଦାଗୁନ୍ ଆଡ଼େ ଥିଲା। ଏହି ସୀମା ବୈଥ୍ଏମକ୍ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଥିଲା। ଏହାର ବାମ ଦିଗରେ ଥିଲା କାବୂଲ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
Odia IRV 2017 (ଓଡିଆ ବାଇବେଲ)
ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ