Joshua 19:28 — Compare Translations

5 translations compared side by side

Odia - 1840
"ଏହାର ସୀମା ଇବ୍ରୋଣ,ରହୋବ୍ ହମ୍ମୋନ୍, କାନ୍ନା ଓ ସଦୂର ସହାସୀଦୋନ୍ ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହାର ସୀମା ଇବ୍ରୋଣ, ରହୋବ୍ ହମ୍ମୋନ୍, କାନ୍ନା ଓ ସୁଦୂର ମହାସୀଦୋନ୍ ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
Odia IRV 2017 (ଓଡିଆ ବାଇବେଲ)
ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;