Joshua 19:29 — Compare Translations

5 translations compared side by side

Odia - 1840
"ଏହାପରେ ଏହାର ସୀମା ଦକ୍ଷିଣ ରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକକ୍ସ୍ଟ ଲାଗିଥିଲା। ଏହିଠାରକ୍ସ୍ଟ ସେ ସୀମା ହୋଷାକକ୍ସ୍ଟ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରା; ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏହାର ସୀମା ଦକ୍ଷିଣରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକୁ ଲାଗିଥିଲା। ଏହିଠାରୁ ସେ ସୀମା ହୋଷାକୁ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମୁଦ୍ର ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।