Joshua 19:30 — Compare Translations
5 translations compared side by side
Odia - 1840
"ଉମ୍ମା, ଅଫେକ୍ ଓ ରହୋବ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଉମ୍ମା ଓ ଅଫେକ୍ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।