Joshua 19:31 — Compare Translations

5 translations compared side by side

Odia - 1840
"ଯେଉଁଟାକି ଆଶରରେ ପରିବାରବର୍ଗକକ୍ସ୍ଟ ଦିଆୟାଇଥିଲା। ସହେି ପରିବାରବର୍ଗର ପ୍ରେତ୍ୟକକ ପରିବାର ନିଜ ନିଜର ପ୍ରାପ୍ଯ ଭୂମି ଭାଗ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଟାକି ଆଶେରର ପରିବାରବର୍ଗକୁ ଦିଆଯାଇଥିଲା। ସେହି ପରିବାରବର୍ଗର ପ୍ରତ୍ୟେକ ପରିବାର ନିଜ ନିଜର ପ୍ରାପ୍ୟ ଭୂମି ଭାଗ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।