Joshua 19:32 — Compare Translations

5 translations compared side by side

Odia - 1840
"ଏହାର ଷଷ୍ଠାଂଶଟି ନଲ୍ଗାଲିର ପରିବାରବର୍ଗଙ୍କକ୍ସ୍ଟ ଦିଆଗଲା। ଏବଂ ସହେି ପରିବାରବର୍ଗ ପ୍ରତ୍ଯକ ଗୋଷ୍ଠୀ ସମାନଙ୍କେର ପ୍ରାପ୍ଯ ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲିର ବଂଶଧରଙ୍କର ଭୂମି ଏହାର ଷଷ୍ଠାଂଶଟି ନପ୍ତାଲିର ପରିବାରବର୍ଗଙ୍କୁ ଦିଆଗଲା। ଏବଂ ସେହି ପରିବାରବର୍ଗର ପ୍ରତ୍ୟକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।