Joshua 19:33 — Compare Translations
5 translations compared side by side
Odia - 1840
"ସମାନେେ ଯେଉଁ ସବୁରକ୍ସ୍ଟ ଭୂମି ପାଇଥିଲେ, ସେ ସବୁର ସୀମା ଏହି ପରି ଥିଲା। ଏହା ସାନନ୍ନୀମ ନିକଟସ୍ଥ ହେଲ୍ଫଠାରକ୍ସ୍ଟ ଆରମ୍ଭ ହେଲା। ଏହା ସୀମା ଆଦାମୀ ଯବ୍ନିଯଲଠାେରକ୍ସ୍ଟ ନକବେ ମଧ୍ଯ ଦଇେ ଗଲା। ଏହାର ସୀମା ଲକ୍କକ୍ସ୍ଟମ ଓ ୟର୍ଦ୍ଦନ ନଦୀ ଶଷେଭାଗ ୟାଏଁ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଆଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରା; ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେଉଁସବୁରୁ ଭୂମି ପାଇଥିଲେ, ସେ ସବୁର ସୀମା ଏହିପରି ଥିଲା। ଏହା ସାନନ୍ନୀମ ନିକଟସ୍ଥ ହେଲ୍ଫଠାରୁ ଆରମ୍ଭ ହେଲା। ଏହାର ସୀମା ଆଦାମୀ ଯବ୍ନିୟେଲଠାରୁ ନେକ୍ବ ମଧ୍ୟଦେଇ ଗଲା। ଏହାର ସୀମା ଲକ୍କୁମ ଓ ଯର୍ଦ୍ଦନ ନଦୀ ଶେଷଭାଗ ଯାଏ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।