Joshua 19:34 — Compare Translations

5 translations compared side by side

Odia - 1840
"ଏହାର ସୀମା ପଶ୍ଚିମ ଦିଗ ରେ ଅସ୍ନୋତ୍ ତାଦୋରକକ୍ସ୍ଟ ଲାଗିଥିଲା। ସଠାେରକ୍ସ୍ଟ ହକ୍ସ୍ଟକ୍କୋକ ପର୍ୟ୍ଯନ୍ତ ଦକ୍ଷିଣ ଦିଗ ରେ ସବୂଲୂନ ପର୍ୟ୍ଯନ୍ତ ପଶ୍ଚିମ ଦିଗ ରେ ଆଶରେ ପର୍ୟ୍ଯନ୍ତ ଓ ପୂର୍ବ ଦିଗ ରେ ୟର୍ଦ୍ଦନ ୟିହକ୍ସ୍ଟଦା ପର୍ୟ୍ଯନ୍ତ ଲାଗିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ୍ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ସୀମା ପଶ୍ଚିମ ଦିଗରେ ଅ‌‌ସ୍‌‌ନୋ‌ତ୍‌ତାବୋରକୁ ଲାଗିଥିଲା। ସେଠାରୁ ହୁ‌କ୍‌କୋକ୍ ପର୍ଯ୍ୟନ୍ତ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଯର୍ଦ୍ଦନ ନିକଟ ଯିହୁଦା ପର୍ଯ୍ୟନ୍ତ ଲାଗିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍‍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।