Joshua 19:39 — Compare Translations

5 translations compared side by side

Odia - 1840
"ସହେି ପରିବାରବର୍ଗର ପ୍ରେତ୍ୟକକ ଗୋଷ୍ଠୀ ସମାନଙ୍କେର ପ୍ରାପ୍ଯ ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନ-ମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପରିବାରବର୍ଗର ପ୍ରତ୍ୟେକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।