Joshua 19:40 — Compare Translations

5 translations compared side by side

Odia - 1840
"ଏହାପରେ ଦାନ୍ ପରିବାରବର୍ଗମାନଙ୍କୁ ସଲ୍ଗମ ବାଣ୍ଟ ଉଠିଲା, ସହେି ଭୂମିର ସମସ୍ତ ଭାଗଟି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍ ବଂଶଧରମାନଙ୍କ ଭୂମି ଏହା ପରେ ଦାନ୍ ପରିବାରବର୍ଗମାନଙ୍କୁ ସପ୍ତମ ବାଣ୍ଟ ଉଠିଲା, ସେହି ଭୂମିର ସମସ୍ତ ଭାଗଟି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।