Joshua 19:48 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ନଗର, ଗ୍ରାମସବୁ ଓ ସମାନଙ୍କେର କ୍ଷତେସବୁ ଦାନଙ୍କ ପରିବାରବର୍ଗଙ୍କକ୍ସ୍ଟ ହିଁ ଦିଆଗଲା। ପ୍ରେତ୍ୟକକ ବଂଶଧର ସମାନଙ୍କେ ବଂଶ ଅନକ୍ସ୍ଟସା ରେ ଅଧିକାର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ନଗର, ଗ୍ରାମସବୁ ଓ ସେମାନଙ୍କର କ୍ଷେତସବୁ ଦା‌ନଙ୍କ ପରିବାରବର୍ଗଙ୍କୁ ହିଁ ଦିଆଗଲା। ପ୍ରତ୍ୟେକ ବଂଶଧର ସେମାନଙ୍କ ବଂଶ ଅନୁସାରେ ଅଧିକାର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,