Joshua 19:49 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ସମାନଙ୍କେ ମୂଖ୍ଯ ଭୂମିକକ୍ସ୍ଟ ଭାଗ କଲେ ଓ ସଗେକ୍ସ୍ଟଡିକ ସମସ୍ତ ପରିବାରବର୍ଗମାନଙ୍କୁ ବାଣ୍ଟିଲେ। ଏହା ସେ ଶଷେ କରିଲାପରେ, ଇଶ୍ରାୟେଲୀୟ ଲୋକମାନେ ସ୍ଥର କଲେ ନୂନର ପକ୍ସ୍ଟତ୍ର ଯିହାଶୂେୟଙ୍କକ୍ସ୍ଟ କିଛି ଭୂମି ଦବୋକକ୍ସ୍ଟ। ଏହାସବୁ ଭୂମି ତାଙ୍କୁ ଦିଆୟିବା ପାଇଁ ପ୍ରତିଜ୍ଞା କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ପାଇଁ ଭୂମି ଏହିପରି ଭାବରେ ସେମାନଙ୍କ ମୂଖ୍ୟ ଭୂମିକୁ ଭାଗ କଲେ ଓ ସେଗୁଡ଼ିକ ସମସ୍ତ ପରିବାରବର୍ଗମାନଙ୍କୁ ବାଣ୍ଟିଲେ। ଏହା ସେ ଶେଷ କରିଲା ପରେ, ଇସ୍ରାଏଲୀୟ ଲୋକମାନେ ସ୍ଥିର କଲେ ନୂନର ପୁତ୍ର ଯିହୋଶୂୟଙ୍କୁ କିଛି ଭୂମି ଦେବାକୁ। ଏହିସବୁ ଭୂମି ତାଙ୍କୁ ଦିଆଯିବା ପାଇଁ ପ୍ରତିଜ୍ଞା କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।