Joshua 19:50 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନିର୍ଦେଶ ଦଇେଥିଲେ, ଏହିସବୁ ଭୂମି ଦବୋ ପାଇଁ। ତେଣୁ ସମାନେେ ଯିହାଶୂେୟଙ୍କକ୍ସ୍ଟ ଏହିସବୁ ନଗର ଦଇେଥିଲେ। ଇଫ୍ରଯିମ ପର୍ବତମଯ ଦେଶ ରେ ତିମତ୍- ସରହେ। ତେଣୁ ସେ ସଠାେରେ ନଗର ଗଠନକରି ସଠାେରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନିର୍ଦ୍ଦେଶ ଦେଇଥିଲେ, ଏହିସବୁ ଭୂମି ଦେବା ପାଇଁ। ତେଣୁ ସେମାନେ ଯିହୋଶୂୟଙ୍କୁ ଏହିସବୁ ନଗର ଦେଇଥିଲେ। ଇଫ୍ରୟିମ ପର୍ବତମୟ ଦେଶରେ ତିମତ୍-ସେରହ। ତେଣୁ ସେ ସେଠାରେ ନଗର ଗଠନ କରି ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।