Joshua 19:51 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଇଶ୍ରାୟେଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିଯାସର ଯାଜକ, ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରୀତ ହେଲେ। ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାଗମ ତମ୍ବୁ ଦ୍ବାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସମାନେେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟରେ ଗୁଲିବାଣ୍ଟ ଦ୍ଵାରା ଏହିସବୁ ଅଧିକାର ବାଣ୍ଟି ଦେଲେ । ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଇସ୍ରାଏଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରିତ ହେଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସେମାନେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।