Joshua 19:8 — Compare Translations
5 translations compared side by side
Odia - 1840
"ବାଲତ୍ ବରେ ପର୍ୟ୍ଯନ୍ତ ଏହିସବୁ ନଗରର ଚତକ୍ସ୍ଟର୍ଦିଗସ୍ଥିତ ସହରସବୁ ପାଇଲେ। ସହେି ଭୂମିଶିମିଯୋନଙ୍କର ପରିବାରବର୍ଗକକ୍ସ୍ଟ ଦିଆଗଲା (ଦିଗସ୍ଥିତ ରାମତ୍) ପ୍ରେତ୍ୟକକ ପରିବାର ସମାନଙ୍କେର ପ୍ରାପ୍ଯ ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ । ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାଲତ୍-ବେର ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ସହରସବୁ ପାଇଲେ। ସେହି ଭୂମି ଶିମିୟୋନଙ୍କର ପରିବାରବର୍ଗକୁ ଦିଆଗଲା (ଦିଗସ୍ଥିତ ରାମତ୍) ପ୍ରତ୍ୟେକ ପରିବାର ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।