Joshua 19:9 — Compare Translations

5 translations compared side by side

Odia - 1840
"ଶିମିୟୋନ ସନ୍ତାନଗଣର ଏହି ଅଧିକାର ୟିହକ୍ସ୍ଟଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ୟିହକ୍ସ୍ଟଦା ସନ୍ତାନଗଣର ଅଂଶ ସମାନଙ୍କେ ପାଇଁ ଅତି ଅଧିକ ଥିଲା। ଏଥିପାଇଁଶିମିଯୋନ ସନ୍ତାନଗଣ ସମାନଙ୍କେର ଅଧିକାର ମଧିଅରେ ଅଧିକାର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନ ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା। ଏଥିପାଇଁ ଶିମିୟୋନ ସନ୍ତାନଗଣ ସେମାନଙ୍କର ଅଧିକାର ମଧ୍ୟରେ ଅଧିକାର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।