Joshua 2:10 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଭୟ କରୁଅଛକ୍ସ୍ଟ କାରଣ ଆମ୍ଭେ ଶକ୍ସ୍ଟଣିଛକ୍ସ୍ଟ ସଦାପ୍ରଭୁ କିପରି ଭାବରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛନ୍ତି। ଆମ୍ଭେ ଜାଣକ୍ସ୍ଟ ତୁମ୍ଭେ ମିଶରରକ୍ସ୍ଟ ବାହାରି ଆସିବା ବାଟରେ ସେ କିପରି ଲୋହିତ ସାଗରକକ୍ସ୍ଟ ଶକ୍ସ୍ଟଖାଇ ଦେଲେ। ଆମ୍ଭେ ଆହକ୍ସ୍ଟରି ଜାଣକ୍ସ୍ଟ ତୁମ୍ଭେ କିପରି ୟର୍ଦ୍ଦନ ପୂର୍ବ ପାରିସ୍ଥ ସୀହାନେ ଓ ଓଗ୍ ନାମକ ଦକ୍ସ୍ଟଇଜଣ ଇ ମାରେୀଯ ରାଜାଙ୍କକ୍ସ୍ଟ ବିନାଶ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସମୁଦ୍ରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ୍ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ବର୍ଜିତ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଭୟ କରୁଅଛୁ କାରଣ ଆମ୍ଭେ ଶୁଣିଛୁ ସଦାପ୍ରଭୁ କିପରି ଭାବରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛନ୍ତି। ଆମ୍ଭେ ଜାଣୁ ତୁମ୍ଭେ ମିଶରରୁ ବାହାରି ଆସିବା ବାଟରେ ସେ କିପରି ଲୋହିତ ସାଗରକୁ ଶୁଖାଇ ଦେଲେ। ଆମ୍ଭେ ଆହୁରି ଜାଣୁ ତୁମ୍ଭେ କିପରି ଯର୍ଦ୍ଦନ ପୂର୍ବ ପାରିସ୍ଥ ସୀହୋନ ଓ ଓଗ୍ ନାମକ ଦୁଇଜଣ ଇମୋରୀୟ ରାଜାଙ୍କୁ ବିନାଶ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;