Joshua 2:11 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଏହିପରି ମର୍ମନ୍ତକ୍ସ୍ଟଦ କଥାମାନ ଶକ୍ସ୍ଟଣି ଅତ୍ଯନ୍ତ ଭୟଭୀତ ହାଇେ ୟାଇଛକ୍ସ୍ଟ ଏବଂ କହେି ତକ୍ସ୍ଟମ୍ଭ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବା ପାଇଁ ସାହାସ କରୁ ନାହାଁନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଉପରିସ୍ଥ ସ୍ବର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ବର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।