Joshua 2:12 — Compare Translations
5 translations compared side by side
Odia - 1840
"ଏଣୁ ମୁ ଗ୍ଭ ହେଁ, ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କର। ମୁ ତୁମ୍ଭମାନଙ୍କ ପ୍ରତି ଦୟା ଦଖାଇେଅଛି। ଏଥିପାଇଁ ତକ୍ସ୍ଟମ୍ଭମାନେ ମଧ୍ଯ ମାରେ ପରିବାର ପାଇଁ ଦୟା ଦଖାଇବେ। ଏ ବିଷଯ ରେ ମାେତେ ଏକ ସତ୍ଯ ଚିହ୍ନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।