Joshua 2:13 — Compare Translations
5 translations compared side by side
Odia - 1840
"ମାେତେ କକ୍ସ୍ଟହ ଯେ ତୁମ୍ଭେ ମାରେ ପରିବାରବର୍ଗକକ୍ସ୍ଟ ବଞ୍ଚାଇ ରଖିବ। ମାରେପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କକ୍ସ୍ଟ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକକ୍ସ୍ଟ ମୃତକ୍ସ୍ଟ୍ଯମକ୍ସ୍ଟଖରକ୍ସ୍ଟ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ କୁହ ଯେ ତୁମ୍ଭେ ମୋର ପରିବାରବର୍ଗକୁ ବଞ୍ଚାଇ ରଖିବ। ମୋର ପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କୁ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକୁ ମୃତ୍ୟୁମୁଖରୁ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।