Joshua 2:14 — Compare Translations
5 translations compared side by side
Odia - 1840
"ସମାନେେ ଏଥି ରେ ସମ୍ମତ ହେଲେ ଓ କହିଲେ, ତୁମ୍ଭେ ଯବେେ ଆମ୍ଭମାନେ ଯାହା କରୁଛକ୍ସ୍ଟ ପ୍ରକାଶ ନ କରିବ, ତବେେ ଆମ୍ଭମାନଙ୍କର ପ୍ରାଣ ବଦଳ ରେ ତୁମ୍ଭମାନଙ୍କର ପ୍ରାଣ ରକ୍ଷା କରିବକ୍ସ୍ଟ। ଆଉ ଯେତବେେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏ ଦେଶ ଦବେେ, ଆମ୍ଭେ ତକ୍ସ୍ଟମ୍ଭପ୍ରତି ଦୟା ଓ ବିଶ୍ବସ୍ତତା ପ୍ରଦର୍ଶନ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏଥିରେ ସମ୍ମତ ହେଲେ ଓ କହିଲେ, “ତୁମ୍ଭେ ଯେବେ ଆମ୍ଭେମାନେ ଯାହା କରୁଛୁ ପ୍ରକାଶ ନ କରିବ, ତେବେ ଆମ୍ଭମାନଙ୍କର ପ୍ରାଣ ବଦଳରେ ତୁମ୍ଭମାନଙ୍କର ପ୍ରାଣ ରକ୍ଷା କରିବୁ। ଆଉ ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏ ଦେଶ ଦେବେ, ଆମ୍ଭେ ତୁମ୍ଭ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦର୍ଶନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।