Joshua 2:15 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟିର ଘର ନଗରର ପ୍ରାଚୀର ମଧିଅରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀ ଲୋକଟି ଏକ ଦଉଡି ସାହାୟ୍ଯ ରେ ଝରକା ଦଇେ ଏ ଲୋକମାନଙ୍କୁ ଖସି ୟିବାକକ୍ସ୍ଟ ସାହାୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର-ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟିର ଘର ନଗରର ପ୍ରାଚୀର ଉପରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀଲୋକଟି ଏକ ଦଉଡ଼ି ସାହାଯ୍ୟରେ ଝରକା ଦେଇ ଏ ଲୋକମାନଙ୍କୁ ଖସି ଯିବାକୁ ସାହାଯ୍ୟ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।